Online Bible

- Advertisements -




2 ବଂଶାବଳୀ 33:16 - ପବିତ୍ର ବାଇବଲ

16 ଏହା ପରେ ସେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ସ୍ଥାପନ କଲେ ଓ ତାହା ଉପରେ ମଙ୍ଗଳାର୍ଥକ ବଳି ଓ ଧନ୍ୟବାଦର ବଳି ଉତ୍ସର୍ଗ ଗଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବାକୁ ମନଃଶି ଯିହୁଦାର ସମସ୍ତ ଲୋକଙ୍କୁ ଆଦେଶ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।

See the chapter Copy

ଓଡିଆ ବାଇବେଲ

16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।

See the chapter Copy




2 ବଂଶାବଳୀ 33:16

Follow us:

Advertisements


Advertisements