Online Bible

- Advertisements -




2 ବଂଶାବଳୀ 33:2 - ପବିତ୍ର ବାଇବଲ

2 ଯେଉଁ ବିଷୟଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସେହିସବୁ କାର୍ଯ୍ୟ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦେଇଥିଲେ, ମନଃଶି ସେହି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

See the chapter Copy

ଓଡିଆ ବାଇବେଲ

2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

See the chapter Copy




2 ବଂଶାବଳୀ 33:2

Follow us:

Advertisements


Advertisements