Online Bible

- Advertisements -




2 ବଂଶାବଳୀ 33:23 - ପବିତ୍ର ବାଇବଲ

23 ଆମୋନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମୋନ୍ ଆହୁରି ଅଧିକରୁ ଅଧିକ ପାପ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।

See the chapter Copy

ଓଡିଆ ବାଇବେଲ

23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।

See the chapter Copy




2 ବଂଶାବଳୀ 33:23

Follow us:

Advertisements


Advertisements