Online Bible

- Advertisements -




2 ବଂଶାବଳୀ 34:20 - ପବିତ୍ର ବାଇବଲ

20 ଏହା ପରେ ରାଜା ହି‌ଲ୍‌‌‌କିୟ, ଶାଫ‌ନଙ୍କର ପୁତ୍ର ଅହୀକାମ୍, ମୀଖାୟଙ୍କର ପୁତ୍ର ଅ‌ବ୍‌ଦୋ‌ନ୍‌, ସଚିବ ଶାଫନ୍ ଓ ଭୃତ୍ୟ ଆସାୟଙ୍କୁ ଏକ ଆଦେଶ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅବ୍ଦୋନକୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,

See the chapter Copy

ଓଡିଆ ବାଇବେଲ

20 ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମ୍‍କୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ରାଜା ହିଲ୍‍କୀୟକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍‍ଦୋନ୍‍କୁ ଓ ଶାଫନ୍‍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,

See the chapter Copy




2 ବଂଶାବଳୀ 34:20

Follow us:

Advertisements


Advertisements