Online Bible

- Advertisements -




2 ବଂଶାବଳୀ 34:9 - ପବିତ୍ର ବାଇବଲ

9 ସେହି ଲୋକମାନେ ପ୍ରଧାନ ଯାଜକ ହି‌ଲ୍‌‌‌କିୟଙ୍କ ନିକଟକୁ ଆସିଲେ ଓ ଲୋକମାନେ ମନ୍ଦିର ନିମନ୍ତେ ଦେଇଥିବା ଟଙ୍କା ତାଙ୍କୁ ଦେଲେ। ଲେବୀୟ ଦ୍ୱାରପାଳଗଣ ମନଃଶି, ଇଫ୍ରୟିମ ଓ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥିଲେ। ସେମାନେ ଯିହୁଦା, ବିନ୍ୟାମୀନ ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକଙ୍କଠାରୁ ମଧ୍ୟ ଏହି ଟଙ୍କା ସଂଗ୍ରହ କରିଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ଵାରପାଳମାନଙ୍କ ଦ୍ଵାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ଵରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।

See the chapter Copy

ଓଡିଆ ବାଇବେଲ

9 ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।

See the chapter Copy




2 ବଂଶାବଳୀ 34:9

Follow us:

Advertisements


Advertisements