2 ବଂଶାବଳୀ 35:11 - ପବିତ୍ର ବାଇବଲ11 ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରାଗଲା। ଏହା ପରେ ଲେବୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ଯଜ୍ଞବେଦି ଉପରେ ସେହି ରକ୍ତକୁ ସିଞ୍ଚିଲେ। See the chapterପବିତ୍ର ବାଇବଲ (Re-edited) - (BSI)11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ। See the chapterଓଡିଆ ବାଇବେଲ11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯା’ନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ। See the chapter |