Online Bible

- Advertisements -




2 ବଂଶାବଳୀ 35:14 - ପବିତ୍ର ବାଇବଲ

14 ଏହା ସମାପ୍ତ ହେବାପରେ, ଲେବୀୟମାନେ ସେମାନଙ୍କ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହେବା ପର୍ଯ୍ୟନ୍ତ ଯାଜକମାନେ ଏହି କାର୍ଯ୍ୟରେ ଅତି ବ୍ୟସ୍ତ ରହିଲେ। ସେମାନେ ହୋମବଳି ଉପହାର ଓ ବଳିର ଚର୍ବ୍ବୀ ଜଳାଇବାରେ କଠିନ ପରିଶ୍ରମ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣା-ମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।

See the chapter Copy

ଓଡିଆ ବାଇବେଲ

14 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।

See the chapter Copy




2 ବଂଶାବଳୀ 35:14

Follow us:

Advertisements


Advertisements