Online Bible

- Advertisements -




2 ବଂଶାବଳୀ 35:18 - ପବିତ୍ର ବାଇବଲ

18 ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ସମୟଠାରୁ ନିସ୍ତାରପର୍ବ ଆଉ କେବେହେଲେ ଏହିପରି ଭାବରେ ପାଳିତ ହୋଇ ନ ଥିଲା। ଇସ୍ରାଏଲର କୌଣସି ରାଜା କେବେହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟ, ଯାଜକମାନେ, ଲେବୀୟମାନେ ଏବଂ ଯିରୁଶାଲମର ସମସ୍ତ ଲୋକଙ୍କ ସହିତ ସେଠାରେ ଥିବା ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକ ବିଶେଷ ପ୍ରକାରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।

See the chapter Copy

ଓଡିଆ ବାଇବେଲ

18 ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।

See the chapter Copy




2 ବଂଶାବଳୀ 35:18

Follow us:

Advertisements


Advertisements