2 ବଂଶାବଳୀ 35:21 - ପବିତ୍ର ବାଇବଲ21 କିନ୍ତୁ ନଖୋ, ଯୋଶିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ସେମାନେ କହିଲେ “ଯିହୁଦାର ରାଜା, ଏହି ଯୁଦ୍ଧ ତୁମ୍ଭର ସମସ୍ୟା ନୁହେଁ। ମୁଁ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସି ନାହିଁ। ମୁଁ ମୋର ନିଜ ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଆସିଅଛି। ପରମେଶ୍ୱର ମୋତେ ତ୍ୱରାନ୍ୱିତ କଲେ। ପରମେଶ୍ୱର ମୋର ସପକ୍ଷରେ ଅଛନ୍ତି। ତେଣୁ ମୋତେ ହଇରାଣ କର ନାହିଁ। ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଯୁଦ୍ଧ କର, ପରମେଶ୍ୱର ତୁମ୍ଭକୁ ବିନଷ୍ଟ କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସେ ତାଙ୍କ ନିକଟରୁ ଦୂତ ପଠାଇ କହିଲା, ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର ବିଷୟ କʼଣ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ଵର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ଵର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ; See the chapterଓଡିଆ ବାଇବେଲ21 ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କ’ଣ କରିବାର ଅଛି ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କʼଣ କରିବାର ଅଛି? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;” See the chapter |