2 ବଂଶାବଳୀ 35:3 - ପବିତ୍ର ବାଇବଲ3 ଇସ୍ରାଏଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ପବିତ୍ରୀକୃତ ହୋଇଥିବା ଲୋକମାନଙ୍କ ସହିତ ମଧ୍ୟ ଯୋଶିୟ କଥା ହେଲେ। ସେ ସେହି ଲେବୀୟମାନଙ୍କୁ କହିଲେ: “ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା’ ମଧ୍ୟରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇସ୍ରାଏଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ଲୋକ, ଇସ୍ରାଏଲର ଲୋକମାନଙ୍କର ସେବା କର। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର। See the chapterଓଡିଆ ବାଇବେଲ3 ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର। See the chapter |