2 ବଂଶାବଳୀ 35:4 - ପବିତ୍ର ବାଇବଲ4 ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର। See the chapterଓଡିଆ ବାଇବେଲ4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର। See the chapter |