Online Bible

- Advertisements -




2 ବଂଶାବଳୀ 35:5 - ପବିତ୍ର ବାଇବଲ

5 ଲେବୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନରେ ଛିଡ଼ା ହୁଅ। ପ୍ରତ୍ୟେକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତେବେ ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରି ପାରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟ-ମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହୁଅ।

See the chapter Copy

ଓଡିଆ ବାଇବେଲ

5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍‍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।

See the chapter Copy




2 ବଂଶାବଳୀ 35:5

Follow us:

Advertisements


Advertisements