Online Bible

- Advertisements -




2 ବଂଶାବଳୀ 36:11 - ପବିତ୍ର ବାଇବଲ

11 ସିଦିକିୟ ଯିହୁଦାର ରାଜା ହେବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏଗାର ବର୍ଷ ପର୍ଯ୍ୟନ୍ତ ରାଜା ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ୍ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;

See the chapter Copy

ଓଡିଆ ବାଇବେଲ

11 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ୍‍ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;

See the chapter Copy




2 ବଂଶାବଳୀ 36:11

Follow us:

Advertisements


Advertisements