2 ବଂଶାବଳୀ 36:20 - ପବିତ୍ର ବାଇବଲ20 ନବୂଖଦ୍ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନେଇଗଲେ ଓ ସେମାନଙ୍କୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ୟ, ବାବିଲର ରାଜ୍ୟକୁ ପରାସ୍ତ କରିବା ପର୍ଯ୍ୟନ୍ତ ସେହି ଲୋକମାନେ ବାବିଲରେ କ୍ରୀତଦାସରୂପେ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେ ଖଡ଼୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ; See the chapterଓଡିଆ ବାଇବେଲ20 ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ; See the chapter |