2 ବଂଶାବଳୀ 36:3 - ପବିତ୍ର ବାଇବଲ3 ଏହା ପରେ ମିଶରର ରାଜା ଯିହୋୟାହସଙ୍କୁ ଯିରୁଶାଲମରୁ ଗାଦିଚୁତ୍ୟ କଲେ। ସେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଜୋରିମାନା ରୂପେ ସଂଗ୍ରହ କଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ଏଥି ଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳ; ରୂପା ଓ ଏକ ତାଳ; ସୁନା ଅର୍ଥଦଣ୍ତ ନିର୍ଦ୍ଧାରଣ କଲା। See the chapterଓଡିଆ ବାଇବେଲ3 ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା। See the chapter |