2 ବଂଶାବଳୀ 36:5 - ପବିତ୍ର ବାଇବଲ5 ଯିହୋୟାକୀମ୍ ଯିହୁଦାର ନୂତନ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଏଗାର ବର୍ଷ ପର୍ଯ୍ୟନ୍ତ ଯିରୁଶାଲମର ରାଜା ଥିଲେ। ଯିହୋୟାକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)5 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ। See the chapterଓଡିଆ ବାଇବେଲ5 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ। See the chapter |