Online Bible

- Advertisements -




2 ବଂଶାବଳୀ 36:6 - ପବିତ୍ର ବାଇବଲ

6 ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦାକୁ ଆକ୍ରମଣ କଲେ। ସେ ଯିହୋୟାକୀ‌ମଙ୍କୁ ବନ୍ଦୀ କରି ନେଲେ ଓ ତାଙ୍କ ଉପରେ ପିତ୍ତଳର ଜଞ୍ଜିର ପକାଇଲେ। ଏହା ପରେ ନବୂଖ‌ଦ୍‌ନିତ୍ସର ରାଜା ଯିହୋୟାକୀ‌ମଙ୍କୁ ବାବିଲକୁ ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।

See the chapter Copy

ଓଡିଆ ବାଇବେଲ

6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।

See the chapter Copy




2 ବଂଶାବଳୀ 36:6

Follow us:

Advertisements


Advertisements