Online Bible

- Advertisements -




2 ବଂଶାବଳୀ 4:1 - ପବିତ୍ର ବାଇବଲ

1 ଶଲୋମନ ଏକ ଯଜ୍ଞବେଦି ନିର୍ମାଣ ନିମନ୍ତେ ପିତ୍ତଳ ବ୍ୟବହାର କଲେ। ସେହି ପିତ୍ତଳର ବେଦିଟି କୋଡ଼ିଏ ହାତ ଲମ୍ବା, କୋଡ଼ିଏ ହାତ ଚଉଡ଼ା ଏବଂ ଦଶ ହାତ ଉଚ୍ଚତା ବିଶିଷ୍ଟ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟତା କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।

See the chapter Copy

ଓଡିଆ ବାଇବେଲ

1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।

See the chapter Copy




2 ବଂଶାବଳୀ 4:1

Follow us:

Advertisements


Advertisements