2 ବଂଶାବଳୀ 4:14 - ପବିତ୍ର ବାଇବଲ14 ଆହୁରି ହୂରମ୍ ଦଶ ଗୋଟି ଦଣ୍ଡ ନିର୍ମାଣ କରିଥିଲେ ଏବଂ ଏହିସବୁ ଦଶ ଗୋଟି ଦଣ୍ଡକୁ କୁଣ୍ଡରେ ଖଞ୍ଜିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)14 ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା; See the chapterଓଡିଆ ବାଇବେଲ14 ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; See the chapter |