2 ବଂଶାବଳୀ 5:1 - ପବିତ୍ର ବାଇବଲ1 ଏହା ପରେ ଶଲୋମନଙ୍କ ଦ୍ୱାରା ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରତ୍ୟେକ ବିଷୟ ସେ ବ୍ୟବହାର କଲେ। ପ୍ରତ୍ୟେକ ଆସବାବପତ୍ର ଏବଂ ରୂପା ଓ ସୁନାରେ ନିର୍ମିତ ପ୍ରତ୍ୟେକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ୱରଙ୍କ ମନ୍ଦିରର ଭଣ୍ଡାର ଗୃହରେ ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ। See the chapterଓଡିଆ ବାଇବେଲ1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ। See the chapter |