Online Bible

- Advertisements -




2 ବଂଶାବଳୀ 5:6 - ପବିତ୍ର ବାଇବଲ

6 ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ନିୟମ-ସିନ୍ଦୁକ ସମ୍ମୁଖରେ ଏକାଠି ହେଲେ। ରାଜା ଶଲୋମନ ଓ ଇସ୍ରାଏଲର ସମସ୍ତ ଲୋକ ମେଷ ଓ ଷଣ୍ଢଗୁଡ଼ିକୁ ହୋମବଳି ରୂପେ ବଳିଦାନ ଦେଲେ। ସେହି ବଳିକୃତ ମେଷ ଓ ଷଣ୍ଢ ସଂଖ୍ୟା ଏତେ ଥିଲା ଯେ, ତାକୁ କେହି ଗଣିପାରିଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ଥାଇ ମେଷ ଓ ଗୋରୁ ବଳିଦାନ କଲେ, ବାହୁଲ୍ୟପ୍ରଯୁକ୍ତ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।

See the chapter Copy

ଓଡିଆ ବାଇବେଲ

6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ଥାଇ ଏତେ ପରିମାଣରେ ମେଷ ଓ ଗୋରୁ ବଳିଦାନ କଲେ, ଯେ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା।

See the chapter Copy




2 ବଂଶାବଳୀ 5:6

Follow us:

Advertisements


Advertisements