Online Bible

- Advertisements -




2 ବଂଶାବଳୀ 5:8 - ପବିତ୍ର ବାଇବଲ

8 ନିୟମ-ସିନ୍ଦୁକ ଥିବା ସ୍ଥାନ ଉପରେ କିରୁବଦୂତଗଣ ସେମାନଙ୍କର ପକ୍ଷ ବିସ୍ତାର କରି ରହିଥିଲେ। କିରୁବଦୂତଗଣ ନିୟମ-ସିନ୍ଦୁକ ଓ ସିନ୍ଦୁକକୁ ବହି ନେଇଯିବା ଖମ୍ବଗୁଡ଼ିକ ଉପରେ ଦଣ୍ଡାୟମାନ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।

See the chapter Copy

ଓଡିଆ ବାଇବେଲ

8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଉର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ୱରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ।

See the chapter Copy




2 ବଂଶାବଳୀ 5:8

Follow us:

Advertisements


Advertisements