2 ବଂଶାବଳୀ 6:10 - ପବିତ୍ର ବାଇବଲ10 ବର୍ତ୍ତମାନ ସଦାପ୍ରଭୁ ଯାହା କରିବେ ବୋଲି କହିଥିଲେ, ସେ ତାହା କରିଛନ୍ତି। ଇସ୍ରାଏଲର ରାଜା ରୂପେ ମୁଁ ମୋର ପିତାଙ୍କ ଉତ୍ତରାଧିକାରୀ ହୋଇଛି। ସଦାପ୍ରଭୁ ତାହା ହିଁ ପ୍ରତିଜ୍ଞା କରିଥିଲେ। ଆଉ ମୁଁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କରିଅଛି। See the chapterପବିତ୍ର ବାଇବଲ (Re-edited) - (BSI)10 ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। See the chapterଓଡିଆ ବାଇବେଲ10 ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ। See the chapter |