Online Bible

- Advertisements -




2 ବଂଶାବଳୀ 6:11 - ପବିତ୍ର ବାଇବଲ

11 ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ କରିଥିବା ବିଶେଷ ଚୁକ୍ତିର ପ୍ରତିନିଧିତ୍ୱ କରୁଥିବା ସିନ୍ଦୁକକୁ ମୁଁ ମନ୍ଦିରରେ ରଖିଅଛି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।

See the chapter Copy

ଓଡିଆ ବାଇବେଲ

11 ଆଉ ମୁଁ ତହିଁରେ ଇସ୍ରାଏଲ ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ମୁଁ ତହିଁରେ ଇସ୍ରାଏଲ-ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”

See the chapter Copy




2 ବଂଶାବଳୀ 6:11

Follow us:

Advertisements


Advertisements