Online Bible

- Advertisements -




2 ବଂଶାବଳୀ 6:19 - ପବିତ୍ର ବାଇବଲ

19 କିନ୍ତୁ ମୋ’ ପ୍ରାର୍ଥନାରେ ଓ ମୁଁ ତୁମ୍ଭ ନିକଟରେ ଦୟା ଭିକ୍ଷା କରିବା ସମୟରେ ସେଥିପ୍ରତି ଧ୍ୟାନ ଦିଅ। ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଡାକ ପକାଇବା ସମୟରେ ମୋର ଡାକ ଶୁଣ। ମୁଁ ତୁମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛି, ତାହା ଣୁଣ। ମୁଁ ତୁମ୍ଭର ଦାସ ଅଟେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ଵର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୁକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

See the chapter Copy

ଓଡିଆ ବାଇବେଲ

19 ତଥାପି ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

See the chapter Copy




2 ବଂଶାବଳୀ 6:19

Follow us:

Advertisements


Advertisements