2 ବଂଶାବଳୀ 6:31 - ପବିତ୍ର ବାଇବଲ31 ତେବେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ଦେଶରେ ଲୋକମାନେ ଯେତେକାଳ ବାସ କରିବେ, ସେତେଦିନ ପର୍ଯ୍ୟନ୍ତ ସେମାନେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ। See the chapterପବିତ୍ର ବାଇବଲ (Re-edited) - (BSI)31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ। See the chapterଓଡିଆ ବାଇବେଲ31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ। See the chapter |