Online Bible

- Advertisements -




2 ବଂଶାବଳୀ 6:8 - ପବିତ୍ର ବାଇବଲ

8 କିନ୍ତୁ ସଦାପ୍ରଭୁ ମୋର ପିତା ଦାଉଦଙ୍କୁ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରି ଖୁବ୍ ଉତ୍ତମ କର୍ମ କରିଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;

See the chapter Copy

ଓଡିଆ ବାଇବେଲ

8 ମାତ୍ର ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;

See the chapter Copy




2 ବଂଶାବଳୀ 6:8

Follow us:

Advertisements


Advertisements