2 ବଂଶାବଳୀ 7:5 - ପବିତ୍ର ବାଇବଲ5 ରାଜା ଶଲୋମନ 22,000 ବଳଦ ଓ 120,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ସମର୍ପଣ କଲେ। See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ଵରଙ୍କ ଗୃହ ପ୍ରତିଷ୍ଠା କଲେ। See the chapterଓଡିଆ ବାଇବେଲ5 ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଶଲୋମନ ରାଜା ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ବଳିଦାନ କଲେ। ଏହିରୂପେ ରାଜା ଓ ସମସ୍ତ ଲୋକ ପରମେଶ୍ୱରଙ୍କ ଗୃହ ପ୍ରତିଷ୍ଠା କଲେ। See the chapter |