2 ବଂଶାବଳୀ 7:6 - ପବିତ୍ର ବାଇବଲ6 ଯାଜକମାନେ ସେମାନଙ୍କର କାର୍ଯ୍ୟ କରିବା ନିମନ୍ତେ ପ୍ରସ୍ତୁତ ହୋଇ ଠିଆ ହୋଇ ରହିଥିଲେ। ଲେବୀୟଗଣ ଯେଉଁ ବାଦ୍ୟଯନ୍ତ୍ରଗୁଡ଼ିକ ସହିତ ଠିଆ ହୋଇ ରହିଥିଲେ, ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକ ରାଜା ଦାଉଦଙ୍କ ଦ୍ୱାରା ନିର୍ମିତ ହୋଇଥିଲା। ଯାଜକ ଓ ଲେବୀୟମାନେ କହୁଥିଲେ, “ସଦାପ୍ରଭୁଙ୍କ ପ୍ରେମ ଚିରକାଳସ୍ଥାୟୀ ଅଟେ!” ସେମାନେ ଲେବୀୟମାନଙ୍କ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କର ବିପରୀତ ଦିଗରେ ଠିଆ ହୋଇ ତୂରୀ ବଜାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ। See the chapterଓଡିଆ ବାଇବେଲ6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସାଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହିସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ। See the chapter |