Online Bible

- Advertisements -




2 ବଂଶାବଳୀ 8:15 - ପବିତ୍ର ବାଇବଲ

15 ଯାଜକ ଓ ଲେବୀୟମାନେ ଠିକ୍ ସେହିପରି କଲେ, ଯାହା ଶଲୋମନ ସେମାନଙ୍କୁ ମନ୍ଦିରରେ ଏବଂ ଏହାର କୋଷାଗାରରେ କରିବା ପାଇଁ କହିଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।

See the chapter Copy

ଓଡିଆ ବାଇବେଲ

15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।

See the chapter Copy




2 ବଂଶାବଳୀ 8:15

Follow us:

Advertisements


Advertisements