Online Bible

- Advertisements -




2 ବଂଶାବଳୀ 9:1 - ପବିତ୍ର ବାଇବଲ

1 ଶିବାର ରାଣୀ ଶଲୋମନଙ୍କର ସୁଖ୍ୟାତି ବିଷୟରେ ଶୁଣିବାକୁ ପାଇଲେ। ତେଣୁ ସେ କଠିନ ପ୍ରଶ୍ନ ଦ୍ୱାରା ଶଲୋମନଙ୍କୁ ପରୀକ୍ଷା କରିବା ନିମନ୍ତେ ଯିରୁଶାଲମକୁ ଆସିଲେ। ଶିବାର ରାଣୀଙ୍କ ସହିତ ତାଙ୍କ ଲୋକମାନଙ୍କର ଏକ ବୃହତ୍ ଦଳ ଥିଲା। ତାଙ୍କ ସହିତ ମସଲା, ପ୍ରଚୁର ସୁନା ଓ ବହୁମୂଲ୍ୟ ପଥରରେ ଲଦି ହୋଇଥିବା ଓଟମାନେ ଥିଲେ। ସେ ଶଲୋମନଙ୍କ ନିକଟକୁ ଆସିଲେ ଓ ସେ ଯେଉଁ ବିଷୟରେ ଆଲୋଚନା କରିବାକୁ ଗ୍ଭହୁଁଥିଲେ, ସେ ବିଷୟରେ ପଗ୍ଭରିଲେ। ଶଲୋମନଙ୍କୁ ପଗ୍ଭରିବା ନିମନ୍ତେ ତାଙ୍କ ନିକଟରେ ଅନେକ ପ୍ରଶ୍ନ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ଵାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।

See the chapter Copy

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।

See the chapter Copy




2 ବଂଶାବଳୀ 9:1

Follow us:

Advertisements


Advertisements