Online Bible

- Advertisements -




2 ବଂଶାବଳୀ 9:14 - ପବିତ୍ର ବାଇବଲ

14 ଭ୍ରମଣକାରୀ ବଣିକ ଓ ବ୍ୟବସାୟୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନେଇ ଆସିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ତାହା ଛଡ଼ା ପାଇକରମାନେ ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।

See the chapter Copy

ଓଡିଆ ବାଇବେଲ

14 ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।

See the chapter Copy




2 ବଂଶାବଳୀ 9:14

Follow us:

Advertisements


Advertisements