2 ବଂଶାବଳୀ 9:15 - ପବିତ୍ର ବାଇବଲ15 ଶଲୋମନ ପିଟା ସୁନାରୁ 200 ବୃହତ୍ ଢାଲ ନିର୍ମାଣ କଲେ। ପ୍ରତ୍ୟେକଟି ଢାଲ ନିମନ୍ତେ 600 ଶେକଲ ପିଟା ସୁନା ବ୍ୟବହୃତ ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ (ଶେକଲ) ସୁନା ଲାଗିଲା। See the chapterଓଡିଆ ବାଇବେଲ15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ସୁନା ଲାଗିଲା। See the chapter |