Online Bible

- Advertisements -




2 ବଂଶାବଳୀ 9:2 - ପବିତ୍ର ବାଇବଲ

2 ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ। ଶଲୋମନଙ୍କ ନିମନ୍ତେ ଉତ୍ତର ଦେବା କିମ୍ବା ବୁଝାଇ ଦେବା ପାଇଁ କୌଣସି କଠିନ ବିଷୟ ନ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।

See the chapter Copy

ଓଡିଆ ବାଇବେଲ

2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।

See the chapter Copy




2 ବଂଶାବଳୀ 9:2

Follow us:

Advertisements


Advertisements