2 ବଂଶାବଳୀ 9:25 - ପବିତ୍ର ବାଇବଲ25 ଅଶ୍ୱ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4,000 ଅଶ୍ୱଶାଳା ଥିଲା। ତାଙ୍କର 12,000 ରଥଗ୍ଭଳକ ଥିଲେ। ଶଲୋମନ ସେମାନଙ୍କୁ ତାଙ୍କ ସଙ୍ଗରେ ଯିରୁଶାଲମରେ ଓ ରଥ ନିମନ୍ତେ ନିର୍ମିତ ବିଶେଷ ନଗରଗୁଡ଼ିକରେ ରଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)25 ଆଉ ଶଲୋମନଙ୍କର ଅଶ୍ଵ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ଵାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ। See the chapterଓଡିଆ ବାଇବେଲ25 ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ-ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ। See the chapter |