Online Bible

- Advertisements -




2 ବଂଶାବଳୀ 9:26 - ପବିତ୍ର ବାଇବଲ

26 ଫରାତ୍ ନଦୀଠାରୁ ଆରମ୍ଭ କରି ପଲେଷ୍ଟୀୟ ଲୋକମାନଙ୍କର ଦେଶ ଓ ମିଶରର ସୀମା ପର୍ଯ୍ୟନ୍ତ ସମସ୍ତ ଦେଶ ଉପରେ ଶଲୋମନ ରାଜା ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟ-ମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ଵ କଲେ।

See the chapter Copy

ଓଡିଆ ବାଇବେଲ

26 ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।

See the chapter Copy




2 ବଂଶାବଳୀ 9:26

Follow us:

Advertisements


Advertisements