Online Bible

- Advertisements -

2 ବଂଶାବଳୀ 9:4 - ପବିତ୍ର ବାଇବଲ

4 ସେ ଶଲୋମନଙ୍କ ମେଜ ଉପରେ ରଖା ଯାଉଥିବା ଖାଦ୍ୟ ଓ ତାଙ୍କର ଅନେକ ବିଶେଷ କର୍ମଗ୍ଭରୀଗଣଙ୍କୁ ଦେଖିଲେ। ସେ ତାଙ୍କର ଗ୍ଭକରମାନଙ୍କର ବସ୍ତ୍ର ଓ କାର୍ଯ୍ୟ କରିବାର ପ୍ରଣାଳୀ ଦେଖିଲେ। ସେ ଶଲୋମନଙ୍କର ଦ୍ରାକ୍ଷାରସ ପରିବେଷଣକାରୀମାନଙ୍କୁ ଓ ସେମାନଙ୍କର ବସ୍ତ୍ରକୁ ଦେଖିଲେ। ସେ ଶଲୋମନଙ୍କ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିରରେ ଉତ୍ସର୍ଗୀକୃତ ହୋମବଳିଗୁଡ଼ିକୁ ଦେଖିଲେ। ଶିବାର ରାଣୀ ଯେତେବେଳେ ଏହିସବୁ ବିଷୟ ଦେଖିଲେ, ସେ ହତଚକିତ ହୋଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।

See the chapter Copy

2 ବଂଶାବଳୀ 9:4

Follow us:

Advertisements

Advertisements