2 ବଂଶାବଳୀ 9:8 - ପବିତ୍ର ବାଇବଲ8 ଆପଣଙ୍କର ସଦାପ୍ରଭୁ ପରମେଶ୍ୱର ପ୍ରଶଂସିତ ହୁଅନ୍ତୁ। ସେ ଆପଣଙ୍କଠାରେ ପ୍ରସନ୍ନ ଅଟନ୍ତି ଓ ଆପଣଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ସେ ଆପଣଙ୍କୁ ଏହି ସିଂହାସନରେ ଉପବିଷ୍ଟ କରାଇଅଛନ୍ତି। ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ପ୍ରେମ କରନ୍ତି ଓ ଅନନ୍ତକାଳ ନିମନ୍ତେ ଇସ୍ରାଏଲର ସପକ୍ଷ ଅଟନ୍ତି। ସେଥିନିମନ୍ତେ ସଦାପ୍ରଭୁ ଉତ୍ତମ ଓ ଯଥାର୍ଥ କର୍ମ କରିବା ନିମନ୍ତେ ଆପଣଙ୍କୁ ଇସ୍ରାଏଲର ରାଜା କରିଅଛନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ଵର ଇସ୍ରାଏଲକୁ ଅନ; କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ। See the chapterଓଡିଆ ବାଇବେଲ8 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତ କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତକାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।” See the chapter |