2 ବଂଶାବଳୀ 9:9 - ପବିତ୍ର ବାଇବଲ9 ଏହା ପରେ ଶିବାର ରାଣୀ ରାଜା ଶଲୋମନଙ୍କୁ 120 ତାଳନ୍ତ ସୁନା, ପ୍ରଚୁର ପରିମାଣର ମସଲା ଓ ମୂଲ୍ୟବାନ ପ୍ରସ୍ତରମାନ ପ୍ରଦାନ କଲେ। ଶିବାର ରାଣୀଙ୍କ ପରି କୌଣସି ବ୍ୟକ୍ତି ଶଲୋମନଙ୍କୁ ଏ ପ୍ରକାର ବିଶୁଦ୍ଧ ମସଲା ଦେଇ ନ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳ; ସୁନା ଓ ଅତି ବିସ୍ତର ସୁଗନ୍ଧିଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧିଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧିଦ୍ରବ୍ୟ ଆଉ ନ ଥିଲା। See the chapterଓଡିଆ ବାଇବେଲ9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା। See the chapter |