୨ କରିନ୍ଥୀୟ 1:1 - ପବିତ୍ର ବାଇବଲ1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର। See the chapterପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି; See the chapterଓଡିଆ ବାଇବେଲ1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର; See the chapterପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ନିଯୁକ୍ତ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଇଲ ମଣ୍ଡଳୀ ଏବଂ ଆଖାୟା ଦେଶର ସମସ୍ତ ବିଶ୍ୱାସୀ ନିକଟକୁ ଏହି ପତ୍ର ଲେଖୁ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର; See the chapter |