୨ କରିନ୍ଥୀୟ 10:7 - ପବିତ୍ର ବାଇବଲ7 ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ। See the chapterପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ଵାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି ଆପେ ବିବେଚନା କରୁ। See the chapterଓଡିଆ ବାଇବେଲ7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ । See the chapterପବିତ୍ର ବାଇବଲ (CL) NT (BSI)7 ତୁମ ଚତୁର୍ପାଶ୍ୱରେ କ’ଣ ସବୁ ଘଟଛି, ଦେଖ। ତୁମ୍ଭମାନଙ୍କ ମଧ୍ୟରେ କେହି ଖ୍ରୀଷ୍ଟଙ୍କର ଅନୁଗାମୀ ଅଛନ୍ତି କି? ଯଦି ଅଛନ୍ତି, ତେବେ ସେ ଆଉ ଥରେ ଏହା ଚିନ୍ତା କରି ଦେଖନ୍ତୁ। କାରଣ ତାଙ୍କ ପରି ଆମେ ମଧ୍ୟ ଖ୍ରୀଷ୍ଟଙ୍କର ଅନୁଗାମୀ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ। See the chapter |