Online Bible

- Advertisements -




୨ କରିନ୍ଥୀୟ 3:1 - ପବିତ୍ର ବାଇବଲ

1 ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁଣ? କିମ୍ଵା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?

See the chapter Copy

ଓଡିଆ ବାଇବେଲ

1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?

See the chapter Copy

ପବିତ୍ର ବାଇବଲ (CL) NT (BSI)

1 ଆମେ କ’ଣ ପୁଣି ଆତ୍ମବଡ଼ିମା କରିବା ପରି ମନେ ହେଉଛି? କିମ୍ବା ଅନ୍ୟମାନଙ୍କ ପରି ଆମେ କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ପରିଚୟ ପତ୍ରର ପ୍ରୟୋଜନ କରୁଛି?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?

See the chapter Copy




୨ କରିନ୍ଥୀୟ 3:1

Follow us:

Advertisements


Advertisements