୨ କରିନ୍ଥୀୟ 3:15 - ପବିତ୍ର ବାଇବଲ15 କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କର ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, See the chapterଓଡିଆ ବାଇବେଲ15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, See the chapterପବିତ୍ର ବାଇବଲ (CL) NT (BSI)15 ଆଜି ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପଢ଼ୁଥିବାବେଳେ ସେମାନଙ୍କ ମନ ଉପରେ ରହିଥାଏ ଏକ ଆବରଣ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, See the chapter |