୨ କରିନ୍ଥୀୟ 3:18 - ପବିତ୍ର ବାଇବଲ18 ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ। See the chapterପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହିସବୁ ହେଉଅଛି। See the chapterଓଡିଆ ବାଇବେଲ18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି । See the chapterପବିତ୍ର ବାଇବଲ (CL) NT (BSI)18 ଆମ ସମସ୍ତଙ୍କ ଅନାବୃତ ମୁଖରେ ଏବେ ପଅଭୁଙ୍କ ମହିମା ପଅତିଫଳିତ ହେଉଛି ଏବଂ ପ୍ରଭୁଙ୍କଠାରୁ ନିସୃତ ସେହି ମହିମାର ପ୍ରଭାବରେ ଆମେ ଅଧିକ ତେଜୋମୟ ଭାବରେ ତାଙ୍କ ସାଦୃଶ୍ୟରେ ରୂପାନ୍ତରିତ ହେଉଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି। See the chapter |