୨ କରିନ୍ଥୀୟ 4:1 - ପବିତ୍ର ବାଇବଲ1 ପରମେଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, See the chapterଓଡିଆ ବାଇବେଲ1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, See the chapterପବିତ୍ର ବାଇବଲ (CL) NT (BSI)1 ଈଶ୍ୱର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସେବା କାର୍ଯ୍ୟ ଦେଇ ଥିପବାରୁ ଆମେ ହତୋସାହ ହେବା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, See the chapter |