୨ କରିନ୍ଥୀୟ 4:10 - ପବିତ୍ର ବାଇବଲ10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। See the chapterଓଡିଆ ବାଇବେଲ10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ । See the chapterପବିତ୍ର ବାଇବଲ (CL) NT (BSI)10 ଯୀଶୁଙ୍କ ଜୀବନ ଯେପରି ଆମଠାରେ ପ୍ରକାଶିତ ହୁଏ, ସେଥିପାଇଁ ଆମେ ସର୍ବଦା ଆମ ଶରୀରରେ ଯୀଶୁଙ୍କ ମୃତ୍ୟୁ ବହନ କରୁଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। See the chapter |