୨ କରିନ୍ଥୀୟ 5:8 - ପବିତ୍ର ବାଇବଲ8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ। See the chapterପବିତ୍ର ବାଇବଲ (Re-edited) - (BSI)8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। See the chapterଓଡିଆ ବାଇବେଲ8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ । See the chapterପବିତ୍ର ବାଇବଲ (CL) NT (BSI)8 ତେଣୁ ଆମେ ସାହସିକ, ପୁଣି ଏହି ଶରୀର ପରିତ୍ୟାଗ କରି ପ୍ରଭୁଙ୍କ ସହିତ ବାସ କରିବା ପାଇଁ ଆମେ ଅଧିକ ଉତ୍ସୁକ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। See the chapter |