୨ କରିନ୍ଥୀୟ 7:14 - ପବିତ୍ର ବାଇବଲ14 ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟବୋଲି ଜଣାଯାଇଅଛି। See the chapterଓଡିଆ ବାଇବେଲ14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି । See the chapterପବିତ୍ର ବାଇବଲ (CL) NT (BSI)14 ତାଙ୍କ ନିକଟରେ ତୁମ୍ଭମାନଙ୍କ ପାଇଁ ମୁଁ ଦର୍ପ କରିଛି। ଆଉ ସେଥିପାଇଁ ମୋ’ ମୁଣ୍ଡ ତଳକୁ ହୋଇଯାଇ ନାହିଁ। ଯେପରି ତୁମ୍ଭମାନଙ୍କ ନିକଟରେ ଆମେ ସବୁବେଳେ ସତ କହି ଆସିଛୁ, ସେହିପରି ତିତସଙ୍କ ନିକଟରେ ଆମେ କରିଥିବା ଦର୍ପ, ମିଥ୍ୟା ବୋଲି ପ୍ରମାଣିତ ହୋଇ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି। See the chapter |