୨ କରିନ୍ଥୀୟ 7:16 - ପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)16 ମୁଁ ଯେ ସର୍ବବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ଵାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି। See the chapterଓଡିଆ ବାଇବେଲ16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି । See the chapterପବିତ୍ର ବାଇବଲ (CL) NT (BSI)16 ତୁମ୍ଭମାନଙ୍କ ଉପରେ ଆସ୍ଥା ରଖି ପାରିବାରୁ ମୁଁ କେଡ଼େ ସୁଖୀ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି। See the chapter |