୨ କରିନ୍ଥୀୟ 7:3 - ପବିତ୍ର ବାଇବଲ3 ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ। See the chapterପବିତ୍ର ବାଇବଲ (Re-edited) - (BSI)3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି ବଞ୍ଚିଲେ ଏକତ୍ର ବଞ୍ଚିବା। See the chapterଓଡିଆ ବାଇବେଲ3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା । See the chapterପବିତ୍ର ବାଇବଲ (CL) NT (BSI)3 ତୁମ୍ଭମାନଙ୍କୁ ଦୋଷ ଦେବା ପାଇଁ ମୁଁ ଏ କଥା କହୁ ନାହିଁ। ମୁଁ ଆଗରୁ କହିଛି, ତୁମ୍ଭମାନେ ଆମର ଏତେ ପ୍ରୟି ଯେ, ଆମେ ବଞ୍ଚିବା ଓ ମଲେ ଏକାଠି ମରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା। See the chapter |